ମୁମ୍ବାଇ: ଧାରାବାହିକ ‘ୟେ ହୈ ମହବତୈଁ’ର ଲିଡ଼୍ ଅଭିନେତ୍ରୀ କୃଷ୍ଣା ମୁଖାର୍ଜୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ସେ ତାଙ୍କର ପ୍ରେମିକ ଚିରାଗ ବଟଲିୱାଲାଙ୍କୁ ବୈଦିକ ରୀତିରେ ବିବାହ କରିଛନ୍ତି । ଗତ ୧୩ ତାରିଖରେ ଉଭୟ ଦୁଇଥର ବିବାହ କରିଛନ୍ତି । ପ୍ରଥମେ ନିଜ ବଙ୍ଗାଳୀ ରୀତିନୀତିରେ ବିବାହ କରିଥିବା ବେଳେ ପରେ ସ୍ୱାମୀଙ୍କ ଧର୍ମ ଅନୁଯାୟୀ ପାରମ୍ପରିକ ରୀତିନୀତିରେ ବିବାହ କରିଛନ୍ତି । ଉଭୟଙ୍କ ବିବାହର ଫଟୋ ସୋସିଆଲ ମିଡ଼ିଆରେ ଦେଖିବାକୁ ମିଳିଛି । ଦୁହେଁ ବିବାହ ପୋଷାକରେ ଚମକୁଥିବା ଦେଖିବାକୁ ମିଳିଛି । ବିବାହ ଉତ୍ସବରେ ଉଭୟ ପରିବାର ସଦସ୍ୟଙ୍କ ସମେତ ବହୁ କଳାକାର,ଶୁଭେଚ୍ଛୁ ଯୋଗ ଦେଇଥିଲେ ।
BREAKING NEWS
- ମଣିଷ-କୁମ୍ଭୀର ଲଢ଼େଇ; ମରଣ ମୁହଁରୁ ଯୁବକଙ୍କୁ ବଞ୍ଚାଇଲେ ଦୁଇ ଭାଇ
- ଭିଜିଲାନ୍ସ ପଞ୍ଝାରେ ମୟୁରଭଞ୍ଜ ପୂର୍ତ୍ତ ବିଭାଗ AEE
- ଫ୍ଲାଇଦୁବାଇ ହାଇଜାକର ଅଲ୍ ହମାମୀର ବିସ୍ଫୋରକ ସ୍ଵୀକାରୋକ୍ତି; ମୁଁ ମରିବାକୁ ଡରେ ନାହିଁ…
- ଗହୀରମଥାରେ ବେଆଇନ ମାଛଧରା; ୭ ମତ୍ସ୍ୟଜୀବୀ ଗିରଫ
- ‘ଇସ୍ତଫା ଦେବାର କୌଣସି ଅର୍ଥ ନାହିଁ’ : ଟି-୨୦ ଅଧିନାୟକ ପଦରୁ ଓହରିବେ ନାହିଁ ଲିଟନ ଦାସ
- ଭାରତୀୟ କମ୍ପାନୀ ଉପରେ ଋଷର ଡ୍ରୋନ ଆକ୍ରମଣ, ଜଣେ ମୃତ
- ଫ୍ଲାଇଦୁବାଇ ବିମାନ ୯/୧୧ ଶୈଳୀରେ ତେଲ୍ ଆଭିଭ୍ର ଅଟ୍ଟାଳିକାରେ ବିମାନ ପିଟିବାକୁ ଯୋଜନା କରିଥିଲା କୋ-ପାଇଲଟ୍
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ

Comments are closed.