ଭୁବନେଶ୍ୱର: କରୋନା ମୁକାବିଲା ନେଇ ରାଜଧାନୀ ଭୁବନେଶ୍ୱରରେ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଅସ୍ଥାୟୀ କ୍ୱାରେନଟାଇନ୍ ସେଂଟର ଖୋଲିବାକୁ ସମସ୍ତ ମୁନସିପାଲ କମିଶନରଙ୍କୁ ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ୨୫ଟି ସ୍ଥାନକୁ କ୍ୱାରେନଟାଇନ କେନ୍ଦ୍ର ପାଇଁ ଚିହ୍ନଟ କରାଯାଇଛି । ରାଜଧାନୀର ବିଭିନ୍ନ ସ୍କୁଲ, ଯାତ୍ରୀ ନିବାସ, କମୁ୍ୟନିଟି ସେଂଟର, କଲ୍ୟାଣ ମଣ୍ଡପ, ବିଜେପି କଲେଜର ଆର୍ଟସ ବ୍ଲକ, ଏକାମ୍ର କଲେଜରେ କ୍ୱାରେନ୍ଟାଇନ୍ ସେଂଟର ଖୋଲିବାକୁ ଚିହ୍ନଟ କରାଯାଇଛି ।
ୱାର୍ଡ ଅଫିସରମାନେ କେନ୍ଦ୍ର ଗୁଡିକର ତଦାରଖ କରିବେ । ସେମାନଙ୍କୁ ‘ସ୍ୱଚ୍ଛ ସାଥୀ’ ସ୍ୱଚ୍ଛତାରେ ସହଯୋଗ କରିବେ । ଏସବୁ କେନ୍ଦ୍ରଗୁଡିକରେ ବିଦ୍ୟୁତ୍ ସଂଯୋଗ ସହ ଡିଜି ପ୍ରସ୍ତୁତ ରଖିବାକୁ କୁହାଯାଇଛି । ଏଥିସହିତ ଏସବୁ କେନ୍ଦ୍ରଗୁଡିକୁ ସ୍ୱଚ୍ଛ ଓ ପରିଷ୍କାର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜୋନାଲ ଡେପୁଟୀ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
Comments are closed.