ଜଗତସିଂହପୁର: ଜଗତ୍ସିଂହପୁର ସଦର ବ୍ଲକ ଅନ୍ତର୍ଗତ ତୁଳସୀ ଗାଦି ଛକ ନିକଟରେ ଏକ ଆମ୍ବୁଲାନ୍ସ ବୋଲେରୋ ପଛକୁ ଧକ୍କା ଦେଇଛି । ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ôଚ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ଆମ୍ବୁଲାନ୍ସ ଡ଼୍ରାଇଭରଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି । ଉଭୟ ଆମ୍ବୁଲାନ୍ସ ଓ ବୋଲେରୋଟି ଜଗତ୍ସିଂହପୁରରୁ ବାଲିକୁଦା ଯାଉଥିଲା । ତୁଳସୀଗାଦି ଛକ ନିକଟରେ ଆମ୍ବୁଲାନ୍ସଟି ବୋଲେରୋକୁ ଧକ୍କା ଦେଇଥିଲା । ଆମ୍ବୁଲାନ୍ସ ଡ଼୍ରାଇଭର ନିଶାସକ୍ତ ଅବସ୍ଥାରେ ଏହି ଦୁର୍ଘଟଣା ଘଟାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।
BREAKING NEWS
- LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର
- ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା
- Police Encounter: ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ପୋଲିସ ଏନକାଉଣ୍ଟର
- CM Kisan Scheme: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା, ଜାରି ହେଲା ପଞ୍ଜୀକରଣ ଡେଡଲାଇନ୍
- Stock Market: ବଜେଟ୍ ଦିନ ଖୋଲା ରହିବ ଷ୍ଟକ୍ ବଜାର
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
Comments are closed.