ପୁରୀ : ମହାପ୍ରସାଦକୁ ଅସମ୍ମାନ । ପୁରୀ ଲାଇଟ ହାଉସ ଅଞ୍ଚଳରେ ସିଟିଙ୍ଗ ୱାଲ ପାଚେରୀ ଉପରେ ବସି ଚପଲ ପିନ୍ଧି ପର୍ଯ୍ୟଟକ ମହାପ୍ରସାଦ ସେବନ କରୁଥିବା ଦେଖିବାକୁ ମିଳିଛି । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି।ଏହି ଘଟଣାକୁ ନେଇ ସାଧାରଣରେ ନିନ୍ଦା କରାଯିବା ସହ। ମହାପ୍ରସାଦକୁ ସିଧାସଳଖ ଅପମାନ କରାଯାଉଛି ବୋଲି ସାଧାରଣରେ ଚର୍ଚ୍ଚା ଉଠୁଛି ।କୋଟି କୋଟି ହିନ୍ଦୁଙ୍କ ଭାବବେଗ ସହ ଜିଡିତ ଶ୍ରୀଜିଉଙ୍କ ମହାପ୍ରସାଦ। ଏହା ଦୁର୍ମୁଲ୍ୟ ହୋଇଥିବା ବେଳେ ଏଭଳି କାର୍ଯ୍ୟ ଅତ୍ୟନ୍ତ ନିନ୍ଦନୀୟ ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.