ପୁରୀ : ମହାପ୍ରସାଦକୁ ଅସମ୍ମାନ । ପୁରୀ ଲାଇଟ ହାଉସ ଅଞ୍ଚଳରେ ସିଟିଙ୍ଗ ୱାଲ ପାଚେରୀ ଉପରେ ବସି ଚପଲ ପିନ୍ଧି ପର୍ଯ୍ୟଟକ ମହାପ୍ରସାଦ ସେବନ କରୁଥିବା ଦେଖିବାକୁ ମିଳିଛି । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି।ଏହି ଘଟଣାକୁ ନେଇ ସାଧାରଣରେ ନିନ୍ଦା କରାଯିବା ସହ। ମହାପ୍ରସାଦକୁ ସିଧାସଳଖ ଅପମାନ କରାଯାଉଛି ବୋଲି ସାଧାରଣରେ ଚର୍ଚ୍ଚା ଉଠୁଛି ।କୋଟି କୋଟି ହିନ୍ଦୁଙ୍କ ଭାବବେଗ ସହ ଜିଡିତ ଶ୍ରୀଜିଉଙ୍କ ମହାପ୍ରସାଦ। ଏହା ଦୁର୍ମୁଲ୍ୟ ହୋଇଥିବା ବେଳେ ଏଭଳି କାର୍ଯ୍ୟ ଅତ୍ୟନ୍ତ ନିନ୍ଦନୀୟ ।
BREAKING NEWS
- ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
- Strait of Hormuz: ବଢିଲା ଇରାନ ସହ ଟଣାଓଟରା, ମ୍ୟାପ୍ ଜାରି କରି ହର୍ମୁଜ୍କୁ ‘ଆମେରିକାର ନୂଆ ଅଞ୍ଚଳ’ କହିଲେ ଟ୍ରମ୍ପ୍
- MMDR Controversy: ଖଣି ଅଧିକାରକୁ ନେଇ ତାତିଲା ଓଡ଼ିଶା ରାଜନୀତି; ‘ଡାର୍କ ଆକ୍ଟ’ କହିଲା କଂଗ୍ରେସ, ଜାଣନ୍ତୁ କ’ଣ କହିଲେ ବାଚସ୍ପତି?
- Odisha Rain Alert: ପୁଣି ମାଡି ଆସୁଛି ଆଉ ଏକ ଲଘୁଚାପ…ଆଜିଠୁ ପ୍ରବଳ ବର୍ଷିବ! ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…
- Japan Earthquake: ଟୋକିଓକୁ ଜୋରଦାର ଝଟକା, ୫.୯ ତୀବ୍ରତାର ଭୂକମ୍ପ, ୫ ଆହତ
- BJP’s New Team: ନିତିନ ନବୀନଙ୍କ ନୂଆ ଟିମକୁ ଭେଟିଲେ ପିଏମ୍ ମୋଦୀ, ଜାଣନ୍ତୁ କ’ଣ ଦେଲେ ମୂଳମନ୍ତ୍ର?
- Odisha Parab: ବାରଣାସୀରେ ‘ଓଡ଼ିଶା ପରବ’: ପାରମ୍ପରିକ ଲୋକକଳା, ହସ୍ତଶିଳ୍ପ ଓ ଓଡିଆ ସ୍ୱାଦରେ ଝଲସୁଛି ଓଡିଶା ସଂସ୍କୃତି
- ଢାବା ଉପରେ ଚଢ଼ାଉ, ପୋଲିସକୁ ଗାଳିଗୁଲଜ: ବିଜେପି ଯୁବ ନେତା ବି. ସୋମନାଥ ପାତ୍ରଙ୍କୁ ଗିରଫ କଲା ଗୋପାଳପୁର ପୋଲିସ
- ଅପରାଧ ପ୍ରମାଣିତ ନହେବା ଯାଏଁ ଚାକିରିରୁ କାଢ଼ିପାରିବେନି ସରକାର: ସୁପ୍ରିମକୋର୍ଟ
- ପରୀକ୍ଷାରେ ତ୍ରୁଟିକୁ ବରଦାସ୍ତ କଲାନି ଏନଟିଏ, ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍

Comments are closed.