Latest Odisha News

BREAKING NEWS

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ଆତଙ୍କବାଦୀ ବିପଦ !

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଆତଙ୍କବାଦୀଙ୍କ ଆକ୍ରମଣର ସମ୍ଭାବନା ରହିଥିବା ନେଇ ଇଣ୍ଟେଲିଜେନ୍ସ ବ୍ୟୁରୋ ପକ୍ଷରୁ ଓଡିଶା ପୋଲିସକୁ ସୂଚନା ମିଳିଛି ।

ମିଳିଥିବା ସୂଚନାନୁଯାୟୀ ଇଣ୍ଟେଲିଜେନ୍ସ ବ୍ୟୁରୋ ନିକଟରେ ଏସମ୍ପର୍କରେ ପୁରୀ ଏସପିଙ୍କୁ ସତର୍କ ସୂଚନା ପ୍ରଦାନ କରିଥିବା ସହ ଅବଗତ କରାଇଥିବା ନେଇ ସୁତ୍ରରୁ ପ୍ରକାଶ ।

ତେବେ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ ନକରିବା ଦ୍ୱାରା ମୁଖ୍ୟ ମନ୍ଦିର ଉପରେ ବିପଦ ଅଧିକ ରହିଛି ।

Leave A Reply

Your email address will not be published.