ଭୁବନେଶ୍ୱର: ଥାନାରୁ ଖସି ପଳାଇଲା ଅଭିଯୁକ୍ତ । ଭୁବନେଶ୍ୱର ଏୟାରପୋର୍ଟ ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିଥିବା ଜଣାପଡିଛି । ଅଭିଯୁକ୍ତ ଜଣକ ହେଲେ ଅମୀୟ ସ୍ୱରୂପ ମହାପାତ୍ର ।
ଗଣ୍ଡଗୋଳ ଓ ମାରପିଟ୍ ଘଟଣାରେ ପୋଲିସ ଗତକାଲି ତାକୁ ଗିରଫ କରିଥିଲା । ଏହାପରେ ତାକୁ ଏୟାରପୋର୍ଟ ଥାନାରେ ରଖାଯାଇଥିଲା । ତେବେ ବିଳମ୍ବିତ ରାତିରେ ସୁଯୋଗ ପାଇ ଥାନାରୁ ଚମ୍ପଟ ମାରିଛି ଅଭିଯୁକ୍ତ । ତାକୁ ଧରିବା ପାଇଁ ପୋଲିସ ତନଘନା ଜାରି ରଖିଛି ।
BREAKING NEWS
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
Comments are closed.