ସୋର: ପୁଣି ଦୁର୍ଘଟଣାର ଶିକାର ହୋଇଛି ପ୍ରବାସୀଙ୍କୁ ନେଇ ଯାଉଥିବା ଆଉ ଏକ ବସ୍ । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି ।
ମିଳିଥିବା ସୂଚନାଅନୁସାରେ, ପଣ୍ଡିଚେରୀରୁ ପ୍ରବାସୀଙ୍କୁ ନେଇ ବିହାରର ଅଭିମୁଖେ ଯାଉଥିବା ଏହି ବସ୍ ଟି ବାଲେଶ୍ଵର ଜିଲ୍ଲା ସୋର ନିକଟତର ଦୁର୍ଘଟଣା ଗସ୍ତ ହୋଇଛି । ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ହସ୍ତଗତ ହୋଇ ନାହିଁ । ଏହି ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।
BREAKING NEWS
- ଏସିଆନ ଗେମ୍ସରେ ଭାରତୀୟ ଆଥଲେଟଙ୍କ ଶ୍ରେଷ୍ଠ ପ୍ରଦର୍ଶନ
- BRICS Summit 2026: ଭାରତ-ଚୀନ୍ ମଧ୍ୟରେ କମିବ ଦୂରତା ? ସୀମା ସମ୍ବନ୍ଧୀୟ ପ୍ରସଙ୍ଗ ଏବଂ BRICS ସହଯୋଗ ବୃଦ୍ଧି ଉପରେ ମୋଦୀ ଓ ଜିନପିଙ୍ଗଙ୍କ ଗୁରୁତ୍ୱାରୋପ
- ସଚିନଙ୍କ ବିଶ୍ୱରେକର୍ଡ ଭାଙ୍ଗିଲେ ରୁଟ
- ଆନ୍ତଃରାଜ୍ୟ କୁଖ୍ୟାତ ଅପରାଧୀଙ୍କ ପର୍ଦ୍ଦାଫାସ; ଟୁନା ହରିଜନ ସହ ୯ ଡକାୟତଙ୍କୁ ବାନ୍ଧିଲା ପୋଲିସ
- ବିନା ଜ୍ୱରରେ ମଧ୍ୟ ହୋଇପାରେ ଡେଙ୍ଗୁ, ଜାଣନ୍ତୁ ଏହାର ଲକ୍ଷଣ
- ଏସିଆ କପ ୨୦୨୭: ଚୂଡାନ୍ତ ହେଲା ସମସ୍ତ ଟିମ
- ଅନଲାଇନ୍ ପେମେଣ୍ଟ କଲେ ମିଳିବ ଆଶ୍ୱସ୍ତି, ଘରେ କ୍ୟାସ୍ ଦେଲେ ଜୋମାଟୋ ନେବ ୫ ରୁ ୨୦ ଟଙ୍କା ଅତିରିକ୍ତ ଦେୟ
- ସୁପରହୀରୋ ହେବେ ଅମୀର
- ଓଡ଼ିଶାରେ ପୁଣି ଫେରିବ ଲଗାଣ ବର୍ଷା: ଦୁଇ ଦିନ ଘଡ଼ଘଡ଼ି ଆଲର୍ଟ, ୧୫ରୁ ପ୍ରବଳ ବର୍ଷିବ
- ଜଘନ୍ୟ ହତ୍ୟାକାଣ୍ଡ,୩ ଝିଅ ସହ ସ୍ତ୍ରୀଙ୍କୁ ପଥରରେ ଛେଚିଲା ସ୍ୱାମୀ

Comments are closed.