ଭୁବନେଶ୍ୱର: ବସ ଗୁଡିକର ଇନ୍ସୁରାନ୍ସ ଅବଧି ୬ ମାସ ବୃଦ୍ଧି କରାଯାଇଛି । ଆଜି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡାକାରୀଙ୍କ ଭିଡିଓ କନ୍ଫରେନ୍ସିଂ ଜରିଆରେ ସମସ୍ତ ରାଜ୍ୟର ପରିବହନ ମନ୍ତ୍ରୀ ଆଲୋଚନା କରିଛନ୍ତି । ଏହି ଅବସରରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହୋରା ଓଡ଼ିଶା ତରଫରୁ ଏଭଳି କିଛି ଦାବି ରଖିଛନ୍ତି ।
ସେ କହିଛନ୍ତି, ବସ୍ ଗୁଡିକର ଇନ୍ସୁରାନ୍ସ ଅବଧି ୬ମାସ ବୃଦ୍ଧି କରାଯାଉ । କାରଣ ବର୍ତ୍ତମାନ ବସ୍ ଚଳାଚଳ ହେଉନାର୍ହି । ଲୋନ୍ରେ ବସ୍ କିଣା ହୋଇଛି । ତେଣୁ ବର୍ତ୍ତମାନ ବସ୍ ଚାଳୁନଥିବାରୁ ଇଏମ୍ଆଇର ସୁଧ ନନେବା ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ଲିଖିତ ଭାବେ ଜଣାଇବାକୁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ।
BREAKING NEWS
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
- Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ପରିସର
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
Comments are closed.