Latest Odisha News

BREAKING NEWS

ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ଗଭୀର ଶୋକ

ଭୁବନେଶ୍ବର: ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକୋଶ କରିଛନ୍ତି । ଅଜିତଙ୍କ ଦେହାନ୍ତ ବିଷୟରେ ଜାଣି ଖୁବ ଦୁଃଖିତ ଓ ମର୍ମାହତ ଥିବା କହିଛନ୍ତି । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ନବୀନ ପଟ୍ଟନାୟକ ।

ବରିଷ୍ଠ କଂଗ୍ରେସ ନେତା ତଥା ପିପିଲି ବିଧାନସଭା ଉପନିର୍ବାଚନ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ରାଜ୍ୟପାଳ ଗଣେଶୀଲାଲ ମଧ୍ୟ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.