ଗଞ୍ଜାମ: ସୋମବାର ଗଂଜାମରେ ହେବାକୁ ଥିବା ମେରୁ ଯାତ୍ରାକୁ ବନ୍ଦ କରାଯାଇଛି । ଏନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏହି ଯାତ୍ରା ପାଇଁ କେହି ମଧ୍ୟ ଘରୁ ବାହାରିବେ ନାହିଁ ।
କରୋନା ମହାମାରୀ ମୁକାବିଲା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଜରୁରୀ । ଏଥିପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ପାଇଁ ମନ୍ଦିର ଖୋଲାଯିବ ନାହିଁ। କେବଳ ପୂଜକ ମନ୍ଦିରକୁ ଯାଇ ପୂଜା କରିବେ। ଯେଉଁ ଭକ୍ତମାନେ ଏହି ୧୩ଦିନର ଦଣ୍ଡ ଯାତ୍ରାର ନିୟମ ପାଳନ କରି ରହିଥିଲେ ସେମାନେ ଭୋରରୁ ଆସି ମନ୍ଦିର ନିକଟରେ ନଡ଼ିଆ ଭୋଗ କରି ନୀତି ପାଳନ କରିପାରିବେ।
ଲକ୍ ଡାଉନ୍କୁ ଗଞ୍ଜାମବାସୀ ପାଳନ କରନ୍ତୁ। ଏହାକୁ ଯଦି କେହି ଭାଙ୍ଗନ୍ତି ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ପୂର୍ବରୁ କରୋନାପାଇଁ ମା ତାରାତାରିଣୀଙ୍କ ଚଇତି ଯାତ୍ରା ଓ ଦଣ୍ଡ ଯାତ୍ରାକୁ ବନ୍ଦ କରାଯାଇଥିଲା।
BREAKING NEWS
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
Comments are closed.