ଯାଜପୁର : ଯାଜପୁର ଟାଉନ୍ ଗଣେଶ୍ୱରପୁର ରୋଡ୍ ନିକଟରେ ଜଣେ ନାବାଳିକା ସାଇକେଲରେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଅଚେତ ହୋଇ ରାସ୍ତା କଡରେ ପଡି ରହିଥିଲେ। ଘଟଣା ସମ୍ପର୍କରେ ଜଣେ ବ୍ୟକ୍ତି ୧୧୨ କୁ କଲ୍ କରି ଜଣାଇଥିଲେ। ERSS କର୍ତ୍ତୃପକ୍ଷ ତୁରନ୍ତ ଘଟଣା ସମ୍ପର୍କରେ ସେଠାକାର ଜରୁରୀକାଳୀନ ସହାୟତା ବାହନ ସହ ଯୋଗାଯୋଗ କରିଥିଲେ। ERSS ଟିମ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିବା ଜଣା ଯାଇଛି।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.