ଯାଜପୁର : ଯାଜପୁର ଟାଉନ୍ ଗଣେଶ୍ୱରପୁର ରୋଡ୍ ନିକଟରେ ଜଣେ ନାବାଳିକା ସାଇକେଲରେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଅଚେତ ହୋଇ ରାସ୍ତା କଡରେ ପଡି ରହିଥିଲେ। ଘଟଣା ସମ୍ପର୍କରେ ଜଣେ ବ୍ୟକ୍ତି ୧୧୨ କୁ କଲ୍ କରି ଜଣାଇଥିଲେ। ERSS କର୍ତ୍ତୃପକ୍ଷ ତୁରନ୍ତ ଘଟଣା ସମ୍ପର୍କରେ ସେଠାକାର ଜରୁରୀକାଳୀନ ସହାୟତା ବାହନ ସହ ଯୋଗାଯୋଗ କରିଥିଲେ। ERSS ଟିମ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିବା ଜଣା ଯାଇଛି।
BREAKING NEWS
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ
- ସଚିନଙ୍କ ପୁଅଙ୍କ ସହ ଅନ୍ୟାୟ ! ୫୦ ୱିକେଟ୍ ନେବା ପରେ ମଧ୍ୟ ଅର୍ଜୁନଙ୍କୁ ଗୋଆ ଦଳରୁ କରାଗଲା ବାହାର
- ସାମୀଙ୍କ ବଡ଼ ବୟାନ: ଟିମ୍ ଇଣ୍ଡିଆରେ ଚୟନ ନହେବା ମୋ ପାଇଁ କୌଣସି କ୍ଷତି ନୁହେଁ
- ଅଭିଜିତ୍ ଦୀପକେଙ୍କ ଜେଜେ ମା’ଙ୍କ ଦେହାନ୍ତ, ଏଭଳି କହିଲା ଦିଲ୍ଲୀ ପୋଲିସ…
- CJP Delhi protest: କକ୍ରୋଚ ପ୍ରତିବାଦରେ ସାମିଲ ଓକିଲ ଅଟକ, CJI କହିଲେ…
- ମା’ ସମଲେଶ୍ୱରୀଙ୍କ ଦୁର୍ଲଭ ଧବଳମୁଖୀ ବେଶ; ଜାଣନ୍ତୁ ମହତ୍ତ୍ବ
- ନିର୍ବାଚନ ପୂର୍ବରୁ ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼
- ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ଉପରେ ଆକ୍ରମଣ ଘଟଣାରେ NIA ପକ୍ଷରୁ UAPA ଓ ଆଣ୍ଟି-ହାଇଜାକିଂ ଆଇନରେ ମାମଲା ରୁଜୁ

Comments are closed.