ଭଦ୍ରକ: ମାରଣାଅସ୍ତ୍ର ଦେଖାଇ ଗ୍ୟାସ୍ ଏଜେନ୍ସି କର୍ମଚରୀଙ୍କ ଠାରୁ ଲୁଟ୍ । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଏଭଳି ଘଟଣା ଘଟିଛି । ପାଳିଆବିନ୍ଦା ରାଉତ ଗ୍ରାମୀଣ ଗ୍ୟାସ୍ ଏଜେନ୍ସିଙ୍କ ଠାରୁ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ୧୦ ଲକ୍ଷ ୮୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁସାରେ ୟୁକୋ ବ୍ୟାଙ୍କକୁ କର୍ମଚାରୀ ପ୍ରମୋଦ ଭଂଜ ଯାଉଥିବା ବେଳେ ୩ ଜଣ ଦୁର୍ବୃତ୍ତ ନମ୍ବର ବିହୀନ ବାଇକ୍ରେ ଆସି ତାଙ୍କୁ ମାରଣାତ୍ମକ ଆକ୍ରମଣ କରିଥିଲେ । ଏହାପରେ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
BREAKING NEWS
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ

Comments are closed.