ଭୁବନେଶ୍ୱର: ମାଓବାଦୀ ଦମନ କ୍ଷେତ୍ରେ ଓଡ଼ିଶା ପୋଲିସକୁ ବଡ଼ ସଫତଳା ମିଳିଛି । ଚଳିତବର୍ଷ ୨୧ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ନିହତ ହୋଇଛନ୍ତି ୧୭ ଜଣ ନକ୍ସଲ । ୩୨ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୋଲିସ ନିଜ ସ୍ଥିତିକୁ ସୁଦୃଢ଼ କରୁଛି । ୬୨ତମ ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ ।

ପୋଲିସ ଡିଜି କହିଛନ୍ତି ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ନକ୍ସଲ ଦମନ ପାଇଁ ରଣନୀତି ପ୍ରସ୍ତୁତ କରାଯାଇଛି । ସେହିପରି ଏବର୍ଷ ଓଡ଼ିଶା ପୋଲିସ ବହୁ ପରିମାଣରେ ଗଞ୍ଜେଇ ଚେରା ଚାଲାଣ ଓ ଡ୍ରଗ୍ସ କାରବାରକୁ ଅଟକାଇ ପାରିଛି । ଚଳିତବର୍ଷ ୧୨ଶହ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହୋଇଛି । ଜବତ ହୋଇଛି ୩୪ କିଲୋ ବ୍ରାଉନସୁଗର ।
BREAKING NEWS
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
Comments are closed.