ଭୁବନେଶ୍ୱର: ମାଓବାଦୀ ଦମନ କ୍ଷେତ୍ରେ ଓଡ଼ିଶା ପୋଲିସକୁ ବଡ଼ ସଫତଳା ମିଳିଛି । ଚଳିତବର୍ଷ ୨୧ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ନିହତ ହୋଇଛନ୍ତି ୧୭ ଜଣ ନକ୍ସଲ । ୩୨ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୋଲିସ ନିଜ ସ୍ଥିତିକୁ ସୁଦୃଢ଼ କରୁଛି । ୬୨ତମ ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ ।

ପୋଲିସ ଡିଜି କହିଛନ୍ତି ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ନକ୍ସଲ ଦମନ ପାଇଁ ରଣନୀତି ପ୍ରସ୍ତୁତ କରାଯାଇଛି । ସେହିପରି ଏବର୍ଷ ଓଡ଼ିଶା ପୋଲିସ ବହୁ ପରିମାଣରେ ଗଞ୍ଜେଇ ଚେରା ଚାଲାଣ ଓ ଡ୍ରଗ୍ସ କାରବାରକୁ ଅଟକାଇ ପାରିଛି । ଚଳିତବର୍ଷ ୧୨ଶହ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହୋଇଛି । ଜବତ ହୋଇଛି ୩୪ କିଲୋ ବ୍ରାଉନସୁଗର ।
BREAKING NEWS
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

Comments are closed.