କାଙ୍କେର: ରାୟପୁରର କାଙ୍କେର ଅଂଚଳରେ ଯବାନ ମାନଙ୍କ ସହ କୁକୁରଙ୍କୁ ମଧ୍ୟ ଯୋଗାଭ୍ୟାସ କରାଯାଏ । ଦେଶୀ ଏବଂ ବିଦେଶୀର ବିଭିନ୍ନ ପ୍ରକାର କୁକୁରଙ୍କ ଏଠାରେ ପ୍ରଶିକ୍ଷଣ ଦିଆଯାଇଥାଏ । ନକ୍ସଲଙ୍କ ସହ ଜଙ୍ଗଲରେ ଅପରେଶନ ବେଳେ ଏହି କୁକୁରମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ବାରୁଦ ସୁଡଙ୍ଗ ଏବଂ ଲ୍ୟାଣ୍ଡ ମାଇନ ଖୋଜିବାରେ ଏମାନେ ଧୂରନ୍ଧର ।
ପ୍ରତ୍ୟେକ ଦିନ ସକାଳ ୫ଟା୩୦ରୁ ୬ଟା ୩୦ ପର୍ଯ୍ୟନ୍ତ ଯବାନ ଏବଂ କୁକୁରମାନେ ମିଳିତ ଭାବେ ଅଭ୍ୟାସ କରନ୍ତି । ଏହି ପ୍ରଶିକ୍ଷିତ କୁକୁରମାନଙ୍କୁ ରାଜଭବନ, ହାଇକୋର୍ଟ ଏବଂ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ନିୟୋଜିତ କରାଯାଇଥାଏ ବୋଲି ପ୍ରଶିକ୍ଷଣ ଦେଉଥିବା ବିଗ୍ରେଡିୟର ବିକେ ପୋନାବାର କହିଛନ୍ତି ।
BREAKING NEWS
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ

Comments are closed.