ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍ଡାଉନ୍ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେବା ପରେ ଆଜି କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇଛି । ଓଡିଶାବାସୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଦ୍ୱିତୀୟ ପର୍ୟ୍ୟାୟ ଲକଡାଉନ ବେଳେ ସରକାରଙ୍କ ପକ୍ଷରୁ ତାଲାବନ୍ଦ କଟକଣାରେ କିଛି ମାତ୍ରାରେ କୋହଳ କରାଯାଇଛି ।
୧୫ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ୟ୍ୟାୟ ଲକଡାଉନ । ଏହି ସମୟରେ ଅନଲାଇନରେ ସାମଗ୍ରୀ ମଗାଇବାକୁ ସରକାର ଅନୁମତି ଦେଇଛନ୍ତି । ଏଥିସହ ହୋଟଲେ, ରେଷ୍ଟୁରାଂଟ ଏବଂ ଢାବା ଖୋଲାରହିବ। ହେଲେ ଏଠାରେ ବସି କେହି ଖାଇପାରିବେ ନାହିଁ । ହୋଟେଲ କିମ୍ବା ରେଷ୍ଟୁରାଂଟରୁ ଘରକୁ ଖାଦ୍ୟ ସାମଗ୍ରୀ ମଗାଇ ପାରିବେ । ସେହିଭଳି ଇ-କମର୍ସ ତଥା ଅନଲାଇନ ପ୍ଲାଟଫର୍ମ ଜରିଆରେ ମଧ୍ୟ ଲୋକମାନେ ଯେକୌଣସି ସାମଗ୍ରୀ ମଗାଇପାରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ କୁମାର ଜେନା ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
Comments are closed.