କୋରାପୁଟ :ସୁନା ଚୋରି ମାମଲାରେ ନିଲମ୍ବିତ ହେଲେ ନାରାୟଣପାଟଣା ଆଇଆଇସି । ପୋଲିସ ଡିଜିଙ୍କ ନିର୍ଦ୍ଦେଶ ଅନୁସାରେ ଆଇଆଇସି ନିଲମ୍ବିତ ହୋଇଛନ୍ତି । କୋରାପୁଟ ଏସପି ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଲକ୍ଷ୍ମୀପୁର ବ୍ୟାଙ୍କ ଲକରରୁ ସୁନା ଚୋରି ଘଟଣାରେ ତାଙ୍କର ହାତ ଥିବା ଖବର ସାମ୍ନାକୁ ଆସିଛି ।ଏଥି ସହ ହୋମ ଗାର୍ଡ ଗୋପାଳ ରେଡି ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଜଣାପଡିଛି । ଗତ କିଛି ଦିନ ତଳେ ଲକ୍ଷ୍ମୀପୁର ବ୍ୟାଙ୍କରୁ ଏକ ବଡ ଧରଣର ଡକାୟତି ହୋଇଥିଲା।
BREAKING NEWS
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
Comments are closed.