ଭୁବନେଶ୍ୱର: ରାଜ୍ୟରେ ତିଆରି ହେଉ ସ୍ୱତନ୍ତ୍ର କୋଭିଡ-୧୯ ହସ୍ପିଟାଲ । ଏନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟରେ କରୋନା ଭୂତାଣୁକୁ ରୋକିବା ଓ ସଂକ୍ରମିତଙ୍କ ପାଇଁ ଏହି ହସ୍ପିଟାଲ ତିଆରି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ସେ ପ୍ରସ୍ତାବ ଦେଇଛନ୍ତି ।
ଯୋଗାଣ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣରେ ରହିଛି । ତେବେ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅଧିକ କରୋନା ସଂକ୍ରମଣଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ହେଲେ ସ୍ୱତନ୍ତ୍ର କୋଭିଡ-୧୯ ହସ୍ପିଟାଲ ତିଆରି କରିବା ଆବଶ୍ୟକ ରହିଛି ।
ଭୁବନେଶ୍ୱରର ଜୟଦେବ ବିହାର ନିକଟରେ ହସ୍ପିଟାଲର ସମସ୍ତ ସୁବିଧା ଥାଇ ବନ୍ଦ ହୋଇ ପଡିଥିବା ଏକ ବହୁତଳ କୋଠାକୁ ସହଜରେ ଏକ ପୂର୍ଣ୍ଣାଙ୍ଗ କୋଭିଡ ହସ୍ପିଟାଲରେ ପରିଣତ କରାଯାଇ ପାରିବ ବୋଲି ଯୋଗାଣ ମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି । ଏଭଳି ହସ୍ପିଟାଲ ହେଲେ ସଂକ୍ରମିତ ରୋଗୀଙ୍କ ଚିକିତ୍ସାକୁ ତ୍ୱରାନ୍ୱିତ କରାଯାଇ ପାରିବ ଏବଂ ଏହା ଅନ୍ୟ ପାଇଁ ଉଦାହାରଣ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି ।
BREAKING NEWS
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
Comments are closed.