ଭୁବନେଶ୍ବର : ଓଡ଼ିଶା ପୋଲିସକୁ ସଫଳତା । ଆତ୍ମସମର୍ପଣ କରିଛନ୍ତି ୩ ହାର୍ଡକୋର ମାଓବାଦୀ । ଏନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଛତିଶଗଡ଼ର ଲକମା ମାଡଭି, ଗଙ୍ଗା ମାଡ଼କମ ଓ ସୁକ ସୋଡି । ଉତ୍ତର କନ୍ଧମାଳ ଅଞ୍ଚଳରେ ମାଓ ଗତିବିଧିରେ ଏମାନେ ସମ୍ପୃକ୍ତ ଥିଲେ । ଦୀର୍ଘ ୧୨ ବର୍ଷ ଧରି ଏମାନେ ବିଭିନ୍ନ ମାଓ ଗତିବିଧିରେ ସମ୍ପୃକ୍ତ ଥିଲେ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସରକାରୀ ନିୟମ ଅନୁସାରେ ଥଇଥାନ କରାଯିବ । ସେହିପରି ଅନ୍ୟ ମାଓବାଦୀମାନ ମଧ୍ୟ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ ବୋଲି ଆହ୍ବାନ ଦେଇଛନ୍ତି ପୋଲିସ ଡିଜି । ଲକମା ମାଡଭି, ଗଙ୍ଗା ମାଡ଼କମ ଏରିଆ କମିଟି ମେମ୍ୱର ଥିବା ବେଳେ, ସୁକ ସୋଡି ପାର୍ଟି ମେମ୍ୱର ଭାବେ କାର୍ଯ୍ୟ କରୁଥିଲା ।
BREAKING NEWS
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?

Comments are closed.