ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ । ଏନେଇ ଆଜି ଭୁବନେଶ୍ୱର , କଟକ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମେୟର ପ୍ରାର୍ଥୀମାନେ । ଭୁବନେଶ୍ୱରରୁ ବିଜେଡିର ମେୟର ପ୍ରାର୍ଥୀ ଭାବେ ସୁଲୋଚନା ଦାସ , କଟକରେ ସୁବାସ ସିଂ ଏବଂ ବ୍ରହ୍ମପୁରରେ ସଂଘମିତ୍ରା ଦଳେଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନିଜ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡି ପକ୍ଷରୁ ଟିକେଟ ପାଇଥିବା ପ୍ରାର୍ଥୀମାନେ । ସାରା ରାଜ୍ୟରେ ଆଜି କେବଳ ମେୟର ପଦବୀ ପାଇଁ ନୁହେଁ ।କର୍ପୋରେଟର ପାଇଁ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
BREAKING NEWS
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
Comments are closed.