ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ । ଏନେଇ ଆଜି ଭୁବନେଶ୍ୱର , କଟକ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମେୟର ପ୍ରାର୍ଥୀମାନେ । ଭୁବନେଶ୍ୱରରୁ ବିଜେଡିର ମେୟର ପ୍ରାର୍ଥୀ ଭାବେ ସୁଲୋଚନା ଦାସ , କଟକରେ ସୁବାସ ସିଂ ଏବଂ ବ୍ରହ୍ମପୁରରେ ସଂଘମିତ୍ରା ଦଳେଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନିଜ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡି ପକ୍ଷରୁ ଟିକେଟ ପାଇଥିବା ପ୍ରାର୍ଥୀମାନେ । ସାରା ରାଜ୍ୟରେ ଆଜି କେବଳ ମେୟର ପଦବୀ ପାଇଁ ନୁହେଁ ।କର୍ପୋରେଟର ପାଇଁ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
BREAKING NEWS
- ମୁମ୍ବାଇ କ୍ରିକେଟ୍ ଆସୋସିଏସନର ବଡ଼ ନିଷ୍ପତ୍ତି: ୫୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପାଣ୍ଠି ଗଠନ
- ହିଣ୍ଡାଲ୍କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣି; ମିଳିଲା ପ୍ରବଳ ଜନ ସମର୍ଥନ
- ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
- ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍
- ଗୋଡ଼ ବାରମ୍ବାର ଝିମ୍ଝିମ୍ ହେଉଛି କି? ପିମ୍ପୁଡ଼ି ଚାଲିଲା ଭଳି ଲାଗୁଥିଲେ ଜାଣନ୍ତୁ ପ୍ରକୃତ କାରଣ ଓ ଘରୋଇ ଉପଚାର
- ଅଣ୍ଡା ଚୋପା ଛଡ଼ାଇବାରେ ହେଉଛି କି ଅସୁବିଧା? ପାଣିରେ ମିଶାନ୍ତୁ ଏହି ଗୋଟିଏ ଜିନିଷ, ସହଜରେ ବାହାରି ଆସିବ ଚୋପା
- ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…
- ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ବ୍ରିକ୍ସ ମଞ୍ଚରୁ ଆମେରିକା ଓ ଇରାନକୁ ମୋଦିଙ୍କ ପରୋକ୍ଷ ବାର୍ତ୍ତା
- ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ
- ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ

Comments are closed.