Latest Odisha News

BREAKING NEWS

ହୀରାକୁଦରେ ଖୋଲିଲା ଆଉ ୩ଟି ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳ ଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍ । ବର୍ତ୍ତମାନ ୧୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ହୀରାକୁଦର ଜଳସ୍ତର ୬୧୭.୦୭ ଫୁଟ ରହିଛି । ସେକେଣ୍ଡକୁ ୩ଲକ୍ଷ ୫୫ ହଜାର କ୍ୟୁସେକ୍ ଜଳ ପ୍ରବେଶ ହେଉଛି । ସେକେଣ୍ଡକୁ ୨ ଲକ୍ଷ ୪୬ ହଜାର ମ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ଏନେି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.