ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଉ ତିନିଟି ହସପିଟାଲରେ କୋଭିଡ୍-୧୯ ପରୀକ୍ଷା କରିବାକୁ ନିଷ୍ପତି ନେଇଛନ୍ତି ସରକାର । ବ୍ରହ୍ମପୁରର ଏମକେସିଜି ମେଡିକାଲ୍ କଲେଜ ଆଣ୍ଡ ହସପିଟାଲ, ରାଉରକେଲାର ଇସ୍ପାତ ଜେନେରାଲ ହସପିଟାଲ ଏବଂ ବୁର୍ଲାର ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚରେ କରୋନା ପରୀକ୍ଷା କରାଯିବ ।
ଲୋକସେବା ଭବନରେ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକ ପରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି ଯେ, ଏପ୍ରିଲ ୧୨ ସୁଦ୍ଧା ଏମକେସିଜି, ୍ଏପ୍ରିଲ ୧୫ ସୁଦ୍ଧା ଭିମସାର ଏବଂ ଏପ୍ରିଲ ୧୭ ସୁଦ୍ଧା ଆଇଜିଏଚରେ କୋଭିଡ-୧୯ ଟେଷ୍ଟ ବ୍ୟବସ୍ଥା ହୋଇଯିବ । ରାଜ୍ୟରେ ଆସନ୍ତା ୫ ଦିନ ଭିତରେ ଦିନକୁ ୧୦୦୦ ପରୀକ୍ଷା ବ୍ୟବସ୍ଥା କରିବାକୁ ଗତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ । ବର୍ତମାନ ରାଜ୍ୟରେ ଏମ୍ସ, ଏସସିବି ଏବଂ ଆରଏମଆରସିରେ କରୋନା ପରୀକ୍ଷା କରାଯାଉଛି ।
BREAKING NEWS
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- Metro Rail Project in Odisha: ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
Comments are closed.