ଭୁବନେଶ୍ବର : ରେଳ ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ସୂଚନା । ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ତିନି ଯୋଡା ଟ୍ରେନର ପୁନଃ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି ରେଳବାଇ । କଟକ-ପୁରୀ-କଟକ, କଟକ-ଭଦ୍ରକ-କଟକ ଏବଂ କଟକ-ପାରାଦୀପ-କଟକ ସ୍ବତନ୍ତ୍ର ଟ୍ରେନକୁ ପୁନଃ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । ୦୮୪୩୧/୦୮୪୩୨ କଟକ-ପୁରୀ-କଟକ ସ୍ପେଶାଲ୍ ଉଭୟ ଦିଗରୁ ଅକ୍ଟୋବର ୪ ତାରିଖରୁ ଚଳାଚଳ କରିବ । ସେହିପରି ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ସ୍ପେଶାଲ୍ ଉଭୟ ଦିଗରୁ ଅକ୍ଟୋବର ୬ ତାରିଖ ଠାରୁ ଚଳାଚଳ କରିବ । ଏହାସହ ୦୮୪୬୨/୦୮୪୬୧ କଟକ-ପାରାଦୀପ-କଟକ ସ୍ପେଶାଲ୍ ଉଭୟ ଦିଗରୁ ଅକ୍ଟୋବର ୬ ତାରିଖ ଠାରୁ ଚଳାଚଳ କରିବ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ଆମେରିକାକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ଭାରତ
- ସାଉଦି ଆରବର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ପରଲୋକ, ୧୧୦ ବର୍ଷରେ ହୋଇଥିଲେ ବାପା
- ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବିତ
- ନୂତନ ବିଧାନସଭା ଏବଂ ଲୋକସେବା ଭବନ ନିର୍ମାଣର ଆବଶ୍ୟକତା ଉପରେ ପ୍ରଶ୍ନ ଉଠାଇଲା ବିଜେଡି
- Nipah Virus: ଓଡ଼ିଶାକୁ ନାହିଁ ନିପା ଭୟ, ରୋଗୀ ଚିହ୍ନଟ ହୋଇନାହାନ୍ତି: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
- ଜାନୁଆରୀ ୧୭ ଯାଏଁ ଥରିବ ଓଡ଼ିଶା…
- ଖେଳାଳିଙ୍କ ଚାପରେ ନରମିଲା ବିସିବି, ପଦରୁ ହଟିଲେ ନଜମୁଲ ଇସଲାମ
- Community Clash: ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ; ୧୪୪ ଧାରା ଜାରି, ଶାନ୍ତି ବଜାୟ ରଖିବାକୁ ଅପିଲ କଲେ…
- ୧୯୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନରେ ନିଆଁ…
Comments are closed.