ଭୁବନେଶ୍ବର : ରେଳ ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ସୂଚନା । ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ତିନି ଯୋଡା ଟ୍ରେନର ପୁନଃ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି ରେଳବାଇ । କଟକ-ପୁରୀ-କଟକ, କଟକ-ଭଦ୍ରକ-କଟକ ଏବଂ କଟକ-ପାରାଦୀପ-କଟକ ସ୍ବତନ୍ତ୍ର ଟ୍ରେନକୁ ପୁନଃ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । ୦୮୪୩୧/୦୮୪୩୨ କଟକ-ପୁରୀ-କଟକ ସ୍ପେଶାଲ୍ ଉଭୟ ଦିଗରୁ ଅକ୍ଟୋବର ୪ ତାରିଖରୁ ଚଳାଚଳ କରିବ । ସେହିପରି ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ସ୍ପେଶାଲ୍ ଉଭୟ ଦିଗରୁ ଅକ୍ଟୋବର ୬ ତାରିଖ ଠାରୁ ଚଳାଚଳ କରିବ । ଏହାସହ ୦୮୪୬୨/୦୮୪୬୧ କଟକ-ପାରାଦୀପ-କଟକ ସ୍ପେଶାଲ୍ ଉଭୟ ଦିଗରୁ ଅକ୍ଟୋବର ୬ ତାରିଖ ଠାରୁ ଚଳାଚଳ କରିବ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

Comments are closed.