ଭୁବନେଶ୍ୱର : ଗରମରୁ ରାଜ୍ୟବାସୀଙ୍କୁ ମିଳିବ ଆଶ୍ବସ୍ତି ! କାରଣ ପଶ୍ଚିମାଝଡ଼ ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମାଝଡ଼ ପ୍ରଭାବରେ ୧୫, ୧୬ ଓ ୧୭ ତାରିଖରେ ବିଜୁଳି, ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ସମ୍ଭାବନା ଥିବାରୁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିସହ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ଆଗୁଆ ୟୋଲୋ ୱାର୍ଣ୍ଣଂ ମଧ୍ୟ ଜାରି କରାଯାଇଛି ।
BREAKING NEWS
- କଟକର ଘରୋଇ କଲେଜ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
- ଆସୁଛି ଆଉ ଏକ ଲଘୁଚାପ, ୧୨ ଯାଏଁ ପ୍ରବଳ ବର୍ଷା
- ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …

Comments are closed.