Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୧୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୫ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡା, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ଅନୁଗୁଳ, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ବାଲେଶ୍ୱର ଓ ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.