Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.