ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା । ଏନେଇ ୧୨ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏଥିସହିତ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଜରୁରୀ କାମ ନଥିଲେ ଲୋକଙ୍କୁ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।
BREAKING NEWS
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
Comments are closed.