Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା: ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ୧୩ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି।

ଏହି ଜିଲ୍ଲା ଗୁଡିକ ହେଉଛି କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ଼, ବରଗଡ଼, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘରେ ରହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.