Latest Odisha News

ଆଜି ରାତିରେ ଏହି ୭ଟି ଜିଲ୍ଲାରେ ହେବ ବଜ୍ରପାତ ସହ ଝଡ଼ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସଦ୍ୟତମ ସତର୍କ ସୂଚନାନୁଯାୟୀ ରାଜ୍ୟର ୭ଟି ଜିଲ୍ଲାରେ ହେବ ଝଡ଼ବର୍ଷା ।

ମଙ୍ଗଳବାର ରାତି ୧୨ଟା ସୁଦ୍ଧା ଯେଉଁ ୭ଟି ଜିଲ୍ଲାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବ ସେହି ଜିଲ୍ଲା ଗୁଡ଼ିକ ହେଲା – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, ଗଜପତି ଏବଂ କୋରାପୁଟ ଜିଲ୍ଲା ।

ଅଧିକ ପଢନ୍ତୁ – ସାମୁଦ୍ରିକ ଝଡ଼ ‘ନିସର୍ଗ’: ମୁକାବିଲା ନିମନ୍ତେ ଏନସିଏମସିର ବୈଠକ

ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦ରୁ ୪୦ କିଲୋମିଟର୍ ବେଗରେ ପବନ ବହିବାର ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.