Latest Odisha News

BREAKING NEWS

ରାଜ୍ୟର ୧୮ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଫେବୃଆରୀ ୧୭ ତାରିଖରେ ଓଡିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି।

ରାଜ୍ୟର ୧୮ରେ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ବାଲେଶ୍ବର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡା, ରାୟଗଡା, ସମ୍ବଲପୁର ଏବଂ ସୋନପୁର।

Comments are closed.