Latest Odisha News

BREAKING NEWS

ଓଡ଼ିଶାର ଏହି ୧୬ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ଆଶଙ୍କା: ପଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ମଙ୍ଗଳବାର ସନ୍ଧ୍ୟା ୬.୩୦ ମଧ୍ୟରେ ଓଡ଼ିଶାର ୧୬ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବନୁମାନ କରିଛି।ଏହି ଜିଲ୍ଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି ।

BjdElectrycity

ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦୁଝର, ବରଗଡ଼, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଗଜପତି, ରାୟଗଡା, ସମ୍ବଲପୁର, ସୋନପୁର, ବୌଦ୍ଧ, ଦେବଗଡ଼, ଗଞ୍ଜାମ, ନୟାଗଡ଼ ଓ କଳାହାଣ୍ଡି।

Leave A Reply

Your email address will not be published.