Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା, ୪ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ରାୟଗଡା, କଳାହାଣ୍ଡି, କନ୍ଧମାଳ ଓ ଗଜପତି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ଦିନ ୧ଟା ୩୦ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.