Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୋନପୁର, ବୌଦ୍ଧ, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସନ୍ଧ୍ୟା ୬ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.