Latest Odisha News

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା, ନୟାଗଡ ଓ କଟକ ଆଦି ଅଞ୍ଚଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ସ୍ଥାନଗୁଡିକରେ ଅପରାହ୍ନ ୪ଟା ୪୫ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.