Latest Odisha News

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବରଗଡ ଓ ନୂଆପଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୧୧ଟାରୁ ୧ଟା ୩୦ମି. ସୁଦ୍ଧା ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।

Leave A Reply

Your email address will not be published.