କେନ୍ଦୁଝର : କେନ୍ଦୁଝରରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ କେନ୍ଦୁଝର ବାରିଆ ଥାନା ବାହାରପଶି ଗ୍ରାମର ହୁକୁମ ଚାନ୍ଦ ମହାନ୍ତ । ସେ ଶୌଚ ସାରି ଘରକୁ ଫେରୁଥିବା ସମୟରେ ବଜ୍ରାଘାତ ହୋଇଥିଲା । ଫଳରେ ଘଟଣାସ୍ଥଳରେ ଚେତା ଶୂନ୍ୟ ହୋଇପଡ଼ିଥିଲେ ହୁକୁମ ଚାନ୍ଦ । ପରିବାର ଲୋକେ ତୁରନ୍ତ ତାଙ୍କୁ ଘରକୁ ଆଣି ଦେହରେ ତେଲ ମାଲିସ କରିଥିଲେ । କିନ୍ତୁ ଦେହ ଗରମ ଥିବାରୁ ସଙ୍ଗେ ସଙ୍ଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
Comments are closed.