କୋଲକାତା: ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନରୁ ଦୂରେଇ ରହିବ ଟିଏମସି । ଦଳର ମୁଖ୍ୟ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସାଂସଦମାନଙ୍କୁ ନେଇ ଆୟୋଜିତ ଏହି ବୈଠକରେ ଉପରୋକ୍ତ ନିଷ୍ପତି ନିଆଯାଇଛି । ଟିଏମସି କିମ୍ବା ମମତାଙ୍କ ସହ କୌଣସି ଆଲୋଚନା ନ କରାଯାଇ ବିରୋଧୀ ମେଂଟ ମାର୍ଗେଟ ଆଲଭାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି। ସେଥିପାଇଁ ଆମେ ଏଥିରୁ ଦୂରେଇ ରହିବୁ ବୋଲ ଟିଏମସି ପକ୍ଷରୁ କୁହାଯାଇଛି । ଆଲଭାଙ୍କ ବିପକ୍ଷରେ ଏନଡିଏ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖରଙ୍କୁ ପ୍ରାର୍ଥୀ କରିଛି । ଆଲଭାଙ୍କ ସହ ମମତାଙ୍କ ଭଲ ସମ୍ପର୍କ ଥିଲେ ମଧ୍ୟ ସେ କଂଗ୍ରେସ ଏବଂ ଏନସିପି ପଦକ୍ଷେପରେ ଅସନ୍ତୁଷ୍ଟ ହୋଇ ପଡିଛନ୍ତି । ଟିଏମସିଙ୍କ ଅନୁପସ୍ଥିତି ପରୋକ୍ଷରେ ଏନଡିଏକୁ ଫାଇଦାରେ ରଖିବ ବୋଲି ଅନୁମାନ କରାଯାଉଛି ।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.