କଣ୍ଟାବାଞ୍ଜି : ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ପାଳନ କରାଯାଉଛି । କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି କରାଯାଉଛି । ବନ୍ଦ ପ୍ରଭାବରେ ଜିଲ୍ଲାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ , ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ଆଦି ବନ୍ଦ ରହିଛି । ଏପରିକି ଗାଡି ମଟର ଚଳାଚଳ ମଧ୍ୟ ଠପ୍ ହୋଇପଡିଛି । ଜରୁରୀ କାଳୀନ ସେବାକୁ ଏବଂ ପରୀକ୍ଷା ଚାଲୁଥିବା ସ୍କୁଲ କୁ ବନ୍ଦରୁ ବାଦ ଦିଆଯାଇଛି । ସ୍ଥାନିୟ ଇନ୍ଦିରା ଛକ ନିକଟରେ ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି । ତେବେ ଆଜିର ଏହି ବନ୍ଦରେ ସହରର ୩୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି।
BREAKING NEWS
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
Comments are closed.