ମାଲକାନଗରି: ଆଦିମ ଜନଜାତି ବଣ୍ଡା ଲୋକଙ୍କ ଉନ୍ନତି ପାଇଁ ରହିଛି ବିଭିନ୍ନ ଯୋଜନା । ହେଲେ ବାସ୍ତବରେ ତାହା କେତେଦୂର କାର୍ଯ୍ୟକାରୀ ହେଉଛି, ଏହାର ଉତ୍ତର ବୋଧ ହୁଏ କେବଳ ଏହି ସରଳ ଲୋକଙ୍କ ନିକଟରେ ରହିଛି । ସ୍ୱଚ୍ଛ ଭାରତ ମିଶନରେ ଅଧିନରେ ନିର୍ମାଣ ହୋଇଥିଲା ଶହଶହ ପାଇଖାନା । ହେଲେ ପାଇଖାନାରୁ ମଳ ନୁହେଁ ବରଂ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରିହୋଇପଡିଛି ।
BREAKING NEWS
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର

Comments are closed.