ଟୋକିଓ: ପାରାଲିମ୍ପିକ୍ସରେ ଭାରତ ଖାତାରେ ଆଉ ଗୋଟିଏ ପଦକ । ପୁରୁଷ ହାଇଜମ୍ପ F୬୪ ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି ପ୍ରବୀଣ କୁମାର । ୧୮ ବର୍ଷୀୟ ପ୍ରବୀଣ ୨.୦୭ ମିଟର ଡେଇଁଥିଲେ । ଏଥିସହ ନୂଆ ଏସିଆନ୍ ରେକର୍ଡ କରିଛନ୍ତି ପ୍ରବୀଣ । ଏହି ସଫଳତା ପରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଏଥିସହ ଟୋକିଓ ପାରିଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ଏଥିରେ ଅଛି ୬ ରୌପ୍ୟ, ୨ଟି ସ୍ୱର୍ଣ୍ଣ ଓ ୩ଟି ବ୍ରୋଞ୍ଚ ପଦକ ।
BREAKING NEWS
- ବ୍ରିକ୍ସ ୨୦୨୬ର ନୂଆ ଲୋଗୋ ଓ ୱେବସାଇଟ୍ ଲଞ୍ଚ କଲେ ବୈଦେଶିକ ମନ୍ତ୍ରୀ ଜୟଶଙ୍କର
- ହ୍ୟୁମାନ୍ ସାଗର ମୃତ୍ୟୁ ମାମଲା: ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ
- ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ବିବାହର ନିଷ୍ପତ୍ତିରେ ଝିଅର ସ୍ବୀକୃତି ନେବା ନିତ୍ୟାନ୍ତ ଆବଶ୍ୟକ..
- Rashami Desai: ୮ ବର୍ଷ ଧରି ଡିପ୍ରେସନରେ ଥିଲେ ରଶ୍ମୀ ଦେଶାଇ.. ନିଜ କଥା କଲେ ଖୁଲାସା
- ଗାର୍ଲଫ୍ରେଣ୍ଡ୍ ସୋଫିଙ୍କ ସହ ନିର୍ବନ୍ଧ କଲେ ଶିଖର ଧାୱନ…
- Trump On Supreme Court Ruling On Tariffs: “ବରବାଦ୍ ହୋଇଯିବ ଆମେରିକା…”; ଭୟରେ ଟ୍ରମ୍ପ!
- ବାପା-ମାଙ୍କୁ ହଇରାଣ କଲେ ୧୦ ପ୍ରତିଶତ ଦରମା କଟାଯିବ
- ୧୪ରୁ କିଟରେ ଚେସ୍ ମହାକୁମ୍ଭ ଆରମ୍ଭ
- Ganja Smuggled: ପାଣି ବୋତଲଗାଡିରୁ ୧ କ୍ଵିଣ୍ଟାଲ ୬୦ କେଜି ଗଞ୍ଜେଇ ଜବତ, ୨ ଗିରଫ
- Blood-Written Letter to President: ରାଷ୍ଟ୍ରପତିଙ୍କୁ ରକ୍ତରେ ଚିଠି ଲେଖିଲେ ଅଧ୍ୟାପିକା
Comments are closed.