ଟୋକିଓ: ପାରାଲିମ୍ପିକ୍ସରେ ଭାରତ ଖାତାରେ ଆଉ ଗୋଟିଏ ପଦକ । ପୁରୁଷ ହାଇଜମ୍ପ F୬୪ ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି ପ୍ରବୀଣ କୁମାର । ୧୮ ବର୍ଷୀୟ ପ୍ରବୀଣ ୨.୦୭ ମିଟର ଡେଇଁଥିଲେ । ଏଥିସହ ନୂଆ ଏସିଆନ୍ ରେକର୍ଡ କରିଛନ୍ତି ପ୍ରବୀଣ । ଏହି ସଫଳତା ପରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଏଥିସହ ଟୋକିଓ ପାରିଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ଏଥିରେ ଅଛି ୬ ରୌପ୍ୟ, ୨ଟି ସ୍ୱର୍ଣ୍ଣ ଓ ୩ଟି ବ୍ରୋଞ୍ଚ ପଦକ ।
BREAKING NEWS
- ଜନସେବା କେନ୍ଦ୍ର ମାଲିକଙ୍କୁ ହତ୍ୟା ଅଭିଯୋଗ
- Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF ଟଙ୍କାରେ ହକି ଷ୍ଟାଡିୟମ!
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସର ସହକାରୀ ନିର୍ଦ୍ଦେଶକଙ୍କ ୭ ସ୍ଥାନରେ ରେଡ୍
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ

Comments are closed.