ଭୁବନେଶ୍ୱର: ଉଦ୍ଯାପିତ ହେଲା ତୋଷାଳି ମେଳା । ଶେଷ ଦିନରେ ମେଳା ବୁଲି ଦେଖିଲେ ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୂରଲୀଧର । ତାଙ୍କ ସହ ଉପସ୍ଥିତ ଥିଲେ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ ସଚିବ ଶୁଭା ଶର୍ମା । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ ।

ଏବର୍ଷ ତୋଷାଳି ମେଳାରେ ୧୨ କୋଟିର ବ୍ୟବସାୟ ହୋଇଛି । ଜାନୁଆରୀ ୨୧ତାରିଖରୁ ଭୁବନେଶ୍ୱର ଜନତା ମୈଦାନରେ ଆରମ୍ଭ ହୋଇଥିଲା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା । ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାର ମେଳାରେ ସାମିଲ ହୋଇଥିଲେ । ଏବର୍ଷ କୋଭିଡ୍ କଟକଣା ଭିତରେ ତୋଷାଳି ମେଳା ଅନୁଷ୍ଠିତ ହୋଇଥିଲା ।
BREAKING NEWS
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର
- ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…
- ୧୯ରୁ ଫେରିଯିବ ମୌସୁମୀ ବାୟୁ…
- ଆକାଶରେ ବିରଳ ଦୃଶ୍ୟ, ଚନ୍ଦ୍ର ପଛରେ ଲୁଚିଗଲା ଶୁକ୍ର
- ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍
- ୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%
- Foreigners bypass immigration:ବିମାନବନ୍ଦରରେ ବଡ଼ ଧରଣର ତ୍ରୁଟି;ଇମିଗ୍ରେସନ୍ ପ୍ରକ୍ରିୟାକୁ ଏଡ଼ାଇ ଯାତ୍ରା କଲେ ୩ ଇଟାଲୀୟ ଯାତ୍ରୀ,ମନ୍ତ୍ରଣାଳୟ ଜବାବ ମାଗିଲା
- ଗଣେଶ ପୂଜାରେ ଅଘଟଣା: ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା
- I Am Sorry.. ମୁଁ ଜାଣିନଥିଲି ସେ ଜଣେ ମହିଳା ବାଇକର: ଭୁଲ ମାଗିଲା ମୁଖ୍ୟ ଅଭିଯୁକ୍ତ, ଭାଇରାଲ ହେଉଛି ଭିଡିଓ

Comments are closed.