ସମ୍ୱଲପୁର: ମା’ ସମଲେଶ୍ୱରୀଙ୍କ ମନ୍ଦିରରୁ ଆରମ୍ଭ ହେଲା ଟୁରିଷ୍ଟ ବସ୍ ସେବା । ଏହି ବସ୍ ସେବାର ଆଜି ଶୁଭାରମ୍ଭ କରିଛନ୍ତି ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର । ପ୍ରତି ରବିବାର ଏହି ବସ୍ରେ ସମଲେଶ୍ୱରୀ ବୁଲି ପାରିବେ ପର୍ଯ୍ୟଟକ । ଏହାସହ ହୀରାକୁଦ, ଘଣ୍ଟେଶ୍ୱରୀ ଓ ଡେବରିଗଡ଼ ବୁଲି ପାରିବେ ।
ଏଥିପାଇଁ ଓଟିଡିସି ପକ୍ଷରୁ ବସ୍ ସେବାର ଶୁଭାରମ୍ଭ କରାଯାଇଛି । ଶୁଭାରମ୍ଭ କାର୍ଯ୍ୟକ୍ରମରେ ଶ୍ରୀୟମୀ ମିଶ୍ରଙ୍କ ସହ ଉପସ୍ଥିତ ଥିଲେ ସମ୍ୱଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ । ପଶ୍ଚିମ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରର ପ୍ରଚାର ପ୍ରସାର ଓ ବିକାଶ ଦିଗରେ ସହାୟକ ହେବ ।
BREAKING NEWS
- ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ, ଏକକାଳୀନ ୭ଟି ସ୍ଥାନରେ ଚଢ଼ଉ
- ତେହେରାନ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ, ୧୦ ଇରାନୀ ଲ୍ୟାଣ୍ଡମାଇନ୍ ନଷ୍ଟ କଲା ଆମେରିକା
- Special flights to the Middle East: ଘରକୁ ଫେରିବେ ମଧ୍ୟପ୍ରାଚ୍ୟରେ ଫସି ରହିଥିବା ଭାରତୀୟ, ଆଜିଠୁ ପୁଣି ଆରମ୍ଭ ହେଲା ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ବିମାନ
- ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଇରାନ ସହିତ କଥା ହେଲେ ଜୟଶଙ୍କର
- US-Iran clash soars in Strait of Hormuz: ସମୁଦ୍ରରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ହର୍ମୁଜରେ ପ୍ରଣାଳୀରେ ମାଇନ୍ ବିଛାଉଛି ଇରାନ? କଡ଼ା ଚେତାବନୀ ଦେଲେ ଟ୍ରମ୍ପ
- ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା, ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ଆଶଙ୍କା
- ୪୦ଟି ଦେଶରୁ ଅଶୋଧିତ ତେଲ ଆମଦାନୀ କରୁଛି ଭାରତ, ଇନ୍ଧନର କୌଣସି ଅଭାବ ନାହିଁ
- Fuel Surcharge Hike: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ବଢ଼ିଲା ଫୁଏଲ ସରଚାର୍ଜ, ବିମାନ ଯାତ୍ରା ମହଙ୍ଗା
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
Comments are closed.