ପୁରୀ: ପୁରୀ ବ୍ଲୁ ଫ୍ଲାଗ ବିଚ୍ରେ ଅଘଟଣ । ଗାଧୋଇବା ବେଳେ ଭାସିଗଲେ ପର୍ଯ୍ୟଟକ । ପର୍ଯ୍ୟଟକ ଜଣକ ଭାସିଯାଇ ନିଖୋଜ ହୋଇଛନ୍ତି । ତେବେ ନିଖୋଜ ପର୍ଯ୍ୟଟକ ଜଣକ ଝାଡଖଣ୍ଡର ଯୁକ୍ତ ୨ ଛାତ୍ର ବୋଲି ଜଣାପଡିଛି । ତାଙ୍କୁ ଖୋଜାଖୋଜି କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପରିବାର ସହ ବାଥିଂ ଜୋନ୍ରେ ଗାଧୋଉଥିବା ବେଳେ ସେ ଭାସିଯାଇ ନିଖୋଜ ହୋଇଥିବା ସୂଚନା ମିଳିଛି ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.