Latest Odisha News

BREAKING NEWS

ବ୍ଲୁ ଫ୍ଲାଗ ବିଚ୍‌ରେ ଭାସିଗଲେ ପର୍ଯ୍ୟଟକ

ପୁରୀ: ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ଅଘଟଣ । ଗାଧୋଇବା ବେଳେ ଭାସିଗଲେ ପର୍ଯ୍ୟଟକ । ପର୍ଯ୍ୟଟକ ଜଣକ ଭାସିଯାଇ ନିଖୋଜ ହୋଇଛନ୍ତି । ତେବେ ନିଖୋଜ ପର୍ଯ୍ୟଟକ ଜଣକ ଝାଡଖଣ୍ଡର ଯୁକ୍ତ ୨ ଛାତ୍ର ବୋଲି ଜଣାପଡିଛି । ତାଙ୍କୁ ଖୋଜାଖୋଜି କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପରିବାର ସହ ବାଥିଂ ଜୋନ୍‌ରେ ଗାଧୋଉଥିବା ବେଳେ ସେ ଭାସିଯାଇ ନିଖୋଜ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.