ରାୟଗଡା : ଡଙ୍ଗର ମୁଲକର ହଜିଯାଇଥିବା ଲାଉ ତୁମ୍ବା ଏବେ ନିଜ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଯାଉଛି । ଲାଉ ତୁମ୍ବାର ବହୁଳ ଵ୍ୟଵହାର ଲୋପ ପାଇ ଯାଉଥିବା ବେଳେ ଏବେ ତାକୁ ଜୀବନ୍ତ କରି ନୂଆ ଦିଗ ଦେଇଛନ୍ତି ରାୟଗଡା ସହରର ଶିଳ୍ପୀ ହିମାଂଶୁ ଶେଖର ପାଣ୍ଡିଆ । ବିଭିନ୍ନ କଳାକୃତିର ଚିତ୍ର ସହିତ ଘର ସାଜସଜା ପାଇଁ ବିଭିନ୍ନ ମୂର୍ତ୍ତି ସବୁ ଗଢିଛନ୍ତି । ବୈଠକ ଘରେ ଶୋଭା ବଢାଉଛି ଦିନେ ସମସ୍ତଙ୍କର ଅଦରକାରୀ ଥିବା ଜଙ୍ଗଲି ଲାଉ ତୁମ୍ବା । ଏବେ ଏହି ଲାଉ ତୁମ୍ବା ବ୍ୟବସାୟର ଏକ ପ୍ରମୁଖ ମାଧ୍ୟମ ପାଲଟି ଥିବାବେଳେ ଦେଶ ବିଦେଶରେ ଚାହିଦା ଧିରେ ଧିରେ ବଢିବାରେ ଲାଗିଛି ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.